ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 05, 2020 IST

ମେଷ – ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - କର୍ମକ୍ଷେତ୍ରରେ ସହମତି ଭିତ୍ତିରେ ଆଲୋଚନା କଲେ ଅବଶ୍ୟ କାମ ହେବାର ସମ୍ଭାବନା ସୃଷ୍ଟି ହେବ । ଅଫିସ୍ କାମରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ସହକର୍ମୀଙ୍କ ସହ-ଯୋଗରେ କୌଣସି ବଡ କାମଟିଏ କରି ପାରିଥିବାରୁ ଲାଭ କରିବେ । କିନ୍ତୁ ଆକସ୍ମିକ ଭାବରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁଁ ବିଚଳିତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି । ଜଣେ ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିôତବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

କନ୍ୟା – କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କିନ୍ତୁ ଘରେ ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କୌଣସି ମହିଳାଙ୍କ ଅନୁକମ୍ପାମୂଳକ ସାହାର୍ଯ୍ୟ ଦ୍ୱାରା ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ଦୀର୍ଘ ଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ଏପରି କି ଆପଣ ଅଫିସ୍ କାମରେ, ପ୍ରଶାସନିକ ସ୍ତରରେ ସଭାସମିତିରେ ତଥା ଶିଳ୍ପ, ବାଣିଜ୍ୟ, ମାନମାନାନ୍ତର ଦେଖା ଦେଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

ଧନୁ – ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସନ୍ଥର କରିପାରେ । ନୂତନ ଅଫିସ୍ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ବହୁତ ଦିନ ହେଲା ଲାଗି ରହିଥିବା ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ଆଜି ହାଲୁକା ଅନୁଭବ କରିବେ । ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କତାର ସହ କାମ ନ କଲେ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ - ଆଜି ନୂତନ କର୍ମାରମ୍ଭ ଯାନ ବାହନ ଲୋକସମ୍ପର୍କ ସଭା ସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ପ୍ରକାଶନ କ୍ଷେତ୍ର ପାଇଁ ଦିନଟି ଭଲ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।୰
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ - ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । ସମସ୍ୟା ମଧ୍ୟରେ ଚଳିବା କାରଣକୁ ନେଇ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.