ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 10, 2020 IST

ମେଷ – ଶନିଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କାରିବା ପାଇଁ ନିଷ୍ପତ୍ତି ନେବେ । ବୈଘୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ନିଜ ଲୋକମାନଙ୍କ ବିରୋଧ ସଙ୍ଗକୁ ବିଭିନ୍ନ ପ୍ରକାରର ଅଭାବ, ଅସୁବିଧାର ସାମନା କରିବାକୁ ପଡିପାରେ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ଅର୍ଥ ସଂକଟ ଲାଗି ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ସହକର୍ମୀ ବନ୍ଧୁ ତାହା ପୂରଣ କରିବେ । ବନ୍ଧୁମାନଙ୍କ ସହ ସାଧାରଣ କଥାରେ କଳହ ଲାଗିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – କର୍ମାରମ୍ଭର ପ୍ରଥମାବସ୍ଥାରେ ଅସୁବିଧା ଭଳି ମନେ ହେଲେ ମଧ୍ୟ ପରକ୍ଷଣରେ ବହୁତ ସୁବିଧା ଉପଭୋଗ କରିପାରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ଆପଣଙ୍କ ସ୍ପଷ୍ଟବାଦିତା ଓ କାର୍ଯ୍ୟ ହାସଲର କଳା କୌଶଳକୁ ବନ୍ଧୁମାନେ ପ୍ରଶଂସା କରିପାରନ୍ତି । ପ୍ରତିବନ୍ଧକ ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଶୁଭ ଅଙ୍କ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ଅଟକି ରହିôତବା କାମକୁ ପୂରାଦମରେ କରିଚାଲିବେ ତଥାପି ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ କରିପାରିବେ ନାହିଁ । ସାଂଗଠନିକ କ୍ଷେତ୍ରରେ କିଚି ନୂତନ ଦିଗ୍‌ଦର୍ଶନ ଦେଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିଲେ ମଧ୍ୟ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ସୁସ୍ଥତା ରହିବା ନାହିଁ । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଯେତେ ରାଗିଥିଲେ ମଧ୍ୟ ବନ୍ଧୁଙ୍କ ମୁହଁ ସାମ୍ନାରେ କିଛି କହିପାରିବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ କ’ଣ ହେଲା ଏଣୁତେଣୁ ଗୁଡାଏ ବେକାର କଥାରେ ମନ ଅଶାନ୍ତ ରହିବ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସୁଖୀ ହେବେ ।

ଧନୁ – ଆଜି ଅଯଥା ଖର୍ଚ୍ଚାନ୍ତ ହେବା କାରଣରୁ ମାନସିକ ସ୍ତରରେ ଉତେଜିତ ରହିପାରନ୍ତି । ଘରେ ଅଶାନ୍ତିର ବାତାବରଣ ସଙ୍ଗକୁ କର୍ମକ୍ଷେତ୍ରରେ ଉତ୍ତେଜନା ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।

ମକର – ବିଳମ୍ବିତ ସମୟରେ ଅଭିଳାଷ ପୂରଣ ହେବାରୁ ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ସ୍ଥାନ ପାଇବ । ଯାତ୍ରାକାଳରେ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ - ଆଜି ଆପଣଙ୍କୁ ଘର କାମ ଛାଡି ଉପରିସ୍ଥଙ୍କ ନିର୍ଦ୍ଦେଶରେ କାମ କରିବାକୁ ବାଧ୍ୟ ହେବେ । ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ କାରଣରୁ ଦ୍ରବ୍ୟ ନଷ୍ଟ ହୋଇପାରେ ।ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ରୋଗୀ-ସତର୍କତାର ଦିନ ।

ମୀନ - ପୂର୍ବଯୋଜନାନୁଯାୟୀ ପ୍ରତ୍ୟେକ କାର୍ଯ୍ୟ କରିବେ ତଥାପି କିଛିନା କିଛି ପ୍ରତିବନ୍ଧକକୁ ସାମନା କରିବାକୁ ପଡିପାରେ । ସାବଧାନତା ଅବଲମ୍ବନ ନ କଲେ ଚିନ୍ତା କରିବାକୁ ପଡିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.