Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ସୁନ୍ଦରଗଡ ଜିଲ୍ଲାପାଳ

27/08/2019 at 4:33 PM

ସୁନ୍ଦରଗଡ ୨୭|୮: ଗାଁ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଲେ ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ । ସୁନ୍ଦରଗଡ ଜ୍ଞାନପାଲି ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ କରୁଛନ୍ତି ଗ୍ରାମବାସୀ । ଏହି ସମସ୍ୟାର ସମାଧାନ ପାଇଁ ଜିଲ୍ଲାରାଳ ପଞ୍ଚାୟତବାସୀଙ୍କ ସହ ବସି ଆଲୋଚନା କରିଛନ୍ତି । ଜିଲ୍ଲାପାଳଙ୍କ ବସିବା ପାଇଁ ଚେୟାର ଟେବୁଲ ପକାଯାଇଥିଲେ ମଧ୍ୟ ସେ ଲୋକଙ୍କ ସହ ତେଳ ବସି ଆଲୋଚନା କରିଛନ୍ତି । ଜ୍ଞାନପାଲିଠାରେ ପ୍ରତିଷ୍ଠା ହେବାକୁ ଥିବା ଆଦର୍ଶ ବିଦ୍ୟାଳୟର ନିର୍ମାଣ କାମକୁ ରାଏକାନି ଗ୍ରାମବାସୀ ବିରୋଧ କରୁଛନ୍ତି । ସେହିପରି ମାର୍କେଟ କଂପ୍ଲେକ୍ସ , ଭେଳୁଆଡିହି ଗାଁ ନିକଟ ଶଙ୍ଖ ନଦୀରେ ହେବାକୁ ଥିବା ମେଗା ପାନୀୟ ପ୍ରକଳ୍ପକୁ ମଧ୍ୟ ବିରୋଧ କରାଯାଉଛି । ଏସବୁ ଉନ୍ନୟନମୂଳକ କାମର ମୂଳ ଉଦ୍ଦେଶ୍ୟ ସଂପର୍କରେ  ଲୋକଙ୍କ  ସହ ଆଲୋଚନା  କରି ବୁଝାଇଛନ୍ତି ଜିଲ୍ଲାପାଳ ।

   Related Posts