Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ସୁପ୍ରିମକୋର୍ଟକୁ ପଶିଲା ମହାମାରୀ : ୫୦ % କର୍ମଚାରୀ-ଅଧିକାରୀ ସଂକ୍ରମିତ, ଭର୍ଚୁଆଲରେ ହେବ ଶୁଣାଣି

12/04/2021 at 10:10 AM

ନୂଆଦିଲ୍ଲୀ ୧୨/୪: ବୋଲମାନୁନି କରୋନା ମହାମାରୀ । କ୍ଷୀପ୍ରଗତିରେ ବଢିବାରେ ଲାଗିଛି ସଂକ୍ରମଣ । ସରକାରୀ, ବେସରକାରୀ କାର୍ଯ୍ୟାଳୟ ଶିକ୍ଷାନୁଷ୍ଠାନ ପରେ ଏବେ ସର୍ବୋଚ୍ଚ ନ୍ୟାୟଳୟରେ କରୋନା ଆତଙ୍କ । ଏଠାରେ ଥିବା ପ୍ରାୟ ୫୦ ପ୍ରତିଶତ କର୍ମଚାରୀ ଓ ଅଧିକାରୀ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ପରେ କୋର୍ଟ ପରିସରକୁ ବିଶୋଧନ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି କୋର୍ଟରେ ଶୁଣାଣି ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଫଳରେ ସମସ୍ତ ଶୁଣାଣି ଘରେ ବସି ଭର୍ଚୁଆଲରେ କରିବାକୁ ନିଷ୍ପତ୍ତି ହୋଇଛି । ପାଖାପାଖି ୧ ଘଣ୍ଟା ବିଳମ୍ୱରେ ସମସ୍ତ ବେଞ୍ଚ ବସିବ ।  ସୁପ୍ରିମକୋର୍ଟ ସେକ୍ରେଟାରୀ ଜେନେରାଲ କହିଛନ୍ତି ସଂକ୍ରମିତଙ୍କ ଡାଟା ସବୁ ସଂଗ୍ରହ କରାଯାଇଛି । ତେବେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ତଥ୍ୟ ବି ସଂଗ୍ରହ କରାଯାଉଛି । ଏହାପୂର୍ବରୁ ଦିଲ୍ଲୀ ହାଇକୋର୍ଟରେ ବି କରୋନା ଭୟ ଥିବାରୁ ଭିସିରେ ଶୁଣାଣି ହେବାକୁ ନିର୍ଦ୍ଦେଶ ଦିଆଯାଇଛି….

   Related Posts