Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

୭ ରୋହିଙ୍ଗ୍ୟା ଏବେ ହେବେ ଦେଶାନ୍ତର ; ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

4/10/2018 at 12:52 PM

ନୂଆଦିଲ୍ଲୀ ୪|୧୦: ୭ ରୋହିଙ୍ଗ୍ୟା ଏବେ ଦେଶାନ୍ତର ହେବେ । ୭ ରୋହିଙ୍ଗ୍ୟାଙ୍କୁ ଦେଶାନ୍ତର ପାଇଁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ବିଚାରପତି ଏସ.କେ. କୌଲ, ବିଚାରପତି କେ.ଏମ. ଜୋସେଫଙ୍କୁ ନେଇ ଗଠିତ ତିନି ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ଚିହ୍ନଟ ହୋଇଥିବା ୭ ରୋହିଙ୍ଗ୍ୟା ଆସାମରେ ବେଆଇନଭାବେ ରହୁଥିଲେ ।  ୭ ରୋହିଙ୍ଗ୍ୟାର ମିଆଁମାରର ମୂଳ ବାସିନ୍ଦା। ୭ ରୋହିଙ୍ଗ୍ୟାଙ୍କୁ ମିଆଁମାର ସରକାର ଦେଶର ନାଗରିକଭାବେ ଗ୍ରହଣ କରିଛି। ୭ ରୋହିଙ୍ଗ୍ୟାଙ୍କ  ଦେଶାନ୍ତର ଉପରେ ରୋକ୍ ଲଗାଇବାପାଇଁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ସୁପ୍ରିମକୋର୍ଟରେ ଯୁକ୍ତି ବାଢିଥିଲେ।

   Related Posts