Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ସିବିଆଇ ବିବାଦ ମାମଲା ; ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି

20/11/2018 at 9:54 AM

ନୂଆଦିଲ୍ଲୀ ୨୦|୧୧: ସିବିଆଇ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ। ସୁପ୍ରିମକୋର୍ଟ ପୂର୍ବରୁ କହିଥିଲେ ଯେ ସେଣ୍ଟ୍ରାଲ ଭିଜିଲାନ୍ ସ କମିଶନ କରିଥିବା ତଦନ୍ତ ରିପୋର୍ଟ ସିବିଆଇ ନିର୍ଦ୍ଦେଶକ ଆଲୋକ ବର୍ମାଙ୍କୁ ପ୍ରଦାନ କରାଯିବ। ତାଙ୍କୁ ଦାୟିତ୍ବରୁ ହଟାଇ ଦିଆଯିବା ଏବଂ ଜବରଦସ୍ତ ଛୁଟିରେ ପଠାଯିବାକୁ ଚ୍ୟାଲେଞ୍ଜ କରିଛନ୍ତି ଆଲୋକ ବର୍ମା। ଆଲୋକ ବର୍ମା ସୁପ୍ରିମକୋର୍ଟରେ ଗତକାଲି ତାଙ୍କର ଉତ୍ତର ବନ୍ଦ ଲଫାପାରେ ରଖିଛନ୍ତି। ଆଲୋକ ବର୍ମା ଓ ରାକେଶ ଆସ୍ଥାନାଙ୍କ ମଧ୍ୟରେ ବିବାଦ ଭିତରେ କେନ୍ଦ୍ର ସରକାର ଉଭୟଙ୍କୁ ଛୁଟିରେ ପଠାଇ ଦେଇଥିଲେ। ଅନ୍ୟପକ୍ଷରେ ତାଙ୍କର ବଦଳିକୁ ବିରୋଧ କରି ସିବିଆଇ ଡିଆଇଜି ମନୀଷ କୁମାର ସିହ୍ନା ଗତକାଲି ସୁପ୍ରିମକୋର୍ଟ ଯାଇଛନ୍ତି। ଏଥିରେ ସେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି।

   Related Posts