ଓଡିଶାର ପୌର ନିର୍ବାଚନ ସଂରକ୍ଷଣ ମାମଲାରେ ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
28/09/2018 at 2:32 PM

ଦିଲ୍ଲୀ ୨୮/୯ : ଓଡିଶା ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତ ଟପିବନି ବୋଲି କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ | ଓଡିଶାର ପୌର ନିର୍ବାଚନ ସଂରକ୍ଷଣ ମାମଲାର ଶୁଣାଣିରେ ସୁପ୍ରିମକୋର୍ଟ ଏହି ରାୟ ଦେଇଛନ୍ତି | ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କରି ସୁପ୍ରିମକୋର୍ଟ | ଓଡିଶା ହାଇକୋର୍ଟଙ୍କ ରାୟକୁ କାୟମ ରଖିଛନ୍ତି ସୁପ୍ରିମକୋର୍ଟ | ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ସୁପ୍ରିମକୋର୍ଟ ଯାଇଥିଲେ | ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତ ଟପିବନି ବୋଲି ହାଇକୋର୍ଟ ଯେଉଁ ରାୟ ଦେଇଛନ୍ତି ତାକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ସୁପ୍ରିମକୋର୍ଟ ଯାଇଥିଲେ |
Related Posts
ବୁଡି ଯାଉଥିଲେ ମାଲିକ, ପାଣିକୁ ଡେଇଁପଡିଲା କୁକୁର
25 May 2022
ବରକୁ ନେଇ ଛୁ ମାରିଲା ଘୋଡା
18 May 2022