Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ନିର୍ଭୟା ମାମଲା : ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ

18/12/2019 at 1:11 PM

ନୂଆଦିଲ୍ଲୀ ୧୮।୧୨: ଦୁଷ୍କର୍ମକାରୀ ଅକ୍ଷୟ ସିଂହର ଆବେଦନ ଖାରଜ । ନିର୍ଭୟା ଗଣଦୁଷ୍କର୍ମ ମାମଲାର ଅନ୍ୟତମ ଦୋଷୀ ଅକ୍ଷୟ ସିଂହ କରଥିବା ପୁନର୍ବିଚାର ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ବିଚାରପତି ଆର୍‌. ଭାନୁମତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ଜଣିଆ ଖଣ୍ଡପୀଠ ଆଜି ମାମଲାର ଶୁଣାଣି ପରେ ଅକ୍ଷୟ ସିଂହଙ୍କ ଆବେଦନଙ୍କ ଅଗ୍ରାହ୍ୟ କରିଛନ୍ତି । ଏହା ସହ ସୁପ୍ରିମକୋର୍ଟ କହିଛନ୍ତି ମୂଳ ମାମଲାର ଶୁଣାଣି କରିଥିବା . ଦିଲ୍ଲୀ ହାଇକୋର୍ଟ, ସର୍ବୋଚ୍ଚ ଅଦାଲତଙ୍କ ସେହି ବିଚାରରେ କୌଣସି ତ୍ରୁଟି ନାହିଁ । ତେଣୁ ଏହି ମାମଲାରେ ଆଉ ଥରେ ଯୁକ୍ତି ରଖାଯାଇପାରିବ ନାହିଁ । ପୂର୍ବରୁ ତିନିଦୋଷୀଙ୍କ ପୁନର୍ବିଚାର ଆବେଦନକୁ ଖାରଜ କରିସାରିଛନ୍ତି ।

   Related Posts