Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ପାଟକୁରାରେ ବିଜେଡି ଜିତିବ : ସୁର ରାଉତରାୟ

21/07/2019 at 12:53 PM

ଭୁବନେଶ୍ବର ୨୧|୭: ସରିଛି ପାଟକୁରା ବିଧାନସଭା ନିର୍ବାଚନ । ପାଟକୁରାକୁ ନିର୍ବାଚନକୁ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ ଭବିଷ୍ୟତବାଣୀ କରିଛନ୍ତି । ସେ କହିଛନ୍ତି ଯେ, ପାଟକୁରା ବିଧାନସଭା ଆସନରେ ବିଜେଡି ଜିତିବ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ବିଜେପି ଦୁଇ ନମ୍ବରରେ ରହିବ ଏବଂ କଂଗ୍ରେସ ୩ ନମ୍ବରରେ ରହିବ ।

ସୂଚନାଯୋଗ୍ୟ ଯେ, ପାଟକୁରା ବିଧାନସଭା ଆସନ ପାଇଁ ନିର୍ବାଚନ ଗତକାଲି ସରିଛି । ଇଭିଏମରେ କଏଦ୍‌ ହୋଇଛି ପ୍ରମୁଖ ଦାବିଦାରଙ୍କ ଭାଗ୍ୟ । ମଇଦାନରେ ୧୦ଜଣ ପ୍ରାର୍ଥୀ ଥିବାବେଳେ ମୁଖ୍ୟତଃ ଲଢ଼େଇ ବିଜେଡି-ବିଜେପି ଓ କଂଗ୍ରେସ ଭିତରେ ଚାଲିଥିଲା ।

ସାଧାରଣ ନିର୍ବାଚନ ପୂର୍ବରୁ ପାଟକୁରାର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ସ୍ଥଗିତ ରହିଥିଲା ନିର୍ବାଚନ । ଏହାପରେ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହେବା ପରେ ବେଦ ପ୍ରକାଶଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ଏଠାରୁ ପ୍ରାର୍ଥୀ କରିଥିଲା ବିଜେଡି । ବିଜେପି ପକ୍ଷରୁ ମଇଦାନରେ ଥିଲେ ବରିଷ୍ଠ ନେତା ବିଜୟ ମହାପାତ୍ର । ସେହିଭଳି ପାଟକୁରା କଂଗ୍ରେସର ପୁରୁଣା ନେତା ଜୟନ୍ତ ମହାନ୍ତିଙ୍କୁ ଭରସା କରିଥିଲା କଂଗ୍ରେସ ।

   Related Posts