Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ସୁରକ୍ଷାକର୍ମୀଙ୍କୁ ଆକ୍ରମଣ, ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି ରକ୍ତ ଜୁଡୁବୁଡୁ ଭିଡିଓ

12/09/2021 at 7:54 AM

କେନ୍ଦ୍ରାପଡା,୧୨/୦୯: କେନ୍ଦ୍ରାପଡା ଜିଲ୍ଲା ମହିପାଳ ଛକରେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ। ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି ନାମ ଭୀମ ଭୋରା। ତାଙ୍କର ରକ୍ତ ଜୁଡୁବୁଡୁ ଭିଡିଓ ଭାଇରଲ ହେଉଛି।

ଭିଡିଓରେ ଦେଖିବାକୁ ମିଳିଛି ଯେ, ଏହି ସମୟରେ ସେ କାହାକୁ ଫୋନ ଯୋଗେ ଯୋଗାଯୋଗ କରୁଛନ୍ତି। ବ୍ୟକ୍ତିଙ୍କ ବେକ, ପିଠି, ହାତରେ ଗଭୀର କ୍ଷତ ସୃଷ୍ଠି ହେବା ସହ ପ୍ରଚୁର ରକ୍ତ ସ୍ରାବ ହେଉଥିବା ଭିଡିଓରୁ ଜଣାପଡୁଛି। ସମ୍ପୃକୃ ବ୍ୟକ୍ତିଙ୍କୁ ପରେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମହିପାଳ ଛକର କିଛି ବ୍ୟବସାୟୀଙ୍କ କହିବା ଅନୁଯାୟୀ ଭୀମ ଜଣେ ଅଣଓଡ଼ିଆ।

ସେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରନ୍ତି। ୪ ଜଣ ଦୁର୍ବୁର୍ତ୍ତ ମହିପାଳ ଛକରେ ପହଂଚି ଭୀମଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ତେବେ ଏହି ଅମାନବୀୟ କାର୍ଯ୍ୟ ପଛରେ ଥିବା କାରଣ ଜଣା ପଡି ନାହିଁ।

   Related Posts