Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସୁରେଶ ମହାପାତ୍ର

1/01/2021 at 11:49 AM

ଭୁବନେଶ୍ୱର,୦୧/୦୧: ଶୁକ୍ରବାର ବରିଷ୍ଠ ଆଇଏଏସ ଅଧିକାରୀ ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ଅସିତ ତ୍ରିପାଠୀଙ୍କ ଅବସର ପରେ ସୁରେଶ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ତେବେ ଅସିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଭାବେ ଦାୟିତ୍ୱ ତୁଲାଇବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ମଧ୍ୟ ଅସିତ୍‌ ଦାୟିତ୍ୱ ତୁଲାଇବେ। ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି, ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିବେ ।

ଏତତ୍ ବ୍ୟତୀତ ଆଇଏଏସ ପ୍ରଦୀପ ଜେନା ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।

   Related Posts