Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଶତାଧିକ ମାଓ ସମର୍ଥକଙ୍କ ଆତ୍ମସମର୍ପଣ

23/12/2019 at 11:07 AM

ମାଲକାନଗିରି ୨୩।୧୨: ଲାଲ୍‌ବାହୀନିକୁ ଝଟ୍‌କା । ପୋଲିସ ନିକଟରେ ଶତାଧିକ ମାଓ ସମର୍ଥକ ଆତ୍ମ ସମର୍ପଣ କରିଛନ୍ତି । ପୋଲିସ ନିକଟରେ ୨୫୦ରୁ ଅଧିକ ମାଓ ସମର୍ଥକ ଆତ୍ମ ସମର୍ପଣ କରିଛନ୍ତି ।

ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ମହୁପଦର ପଞ୍ଚାୟତର ୨୫୦ ଜଣ ମାଓ ସମର୍ଥକ ପୋଲିସ ନିକଟରେ ଆତ୍ମସମର୍ପଣ କହିଛନ୍ତି । ନକ୍ସଲଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ଏହି ଆଦିବାସୀ ମାନେ ପୋଲିସ ନିକଟରେ ଆତ୍ମ ସମର୍ପଣ କରିଥିବା କରିଛନ୍ତି ମାଲକାନଗିରି ଏସ୍‌ପି । ଏମାନେ ନିଜକୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ଆଗେଇ ଆସିଛନ୍ତି ।

   Related Posts