Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ସିଏସ୍‌ଆର୍ ସର୍ଭେ: ‘ଆଇଟିଇଆର୍’ ଦେଶର ୧୧ ତମ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଅଫ୍‌ ଏମିନେନ୍ସ

12/08/2020 at 5:32 PM

ଭୁବନେଶ୍ୱର ୧୨/୮: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଦେଶର ୧୧ତମ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଅଫ୍‌ ଏମିନେନ୍ସ ଭାବେ କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ (ସିଏସ୍‌ଆର୍‌) ସର୍ଭେ -୨୦୨୦ ଅନୁଯାୟୀ ଏହି ମାନ୍ୟତା ପାଇଛି ଆଇଟିଇଆର୍ । ଏହି ର‌୍ୟାଙ୍କିଙ୍ଗ ତାଲିକାରେ ଆଇଟିଇଆର୍ ଓଡ଼ିଶାର ଏକମାତ୍ର ଶିକ୍ଷାନୁଷ୍ଠାନ ଭାବେ ଦେଶର ଶ୍ରେଷ୍ଠ ୨୦ଟି ଇଞ୍ଜିନିୟରିଂ କଲେଜ ମଧ୍ୟରେ ସ୍ଥାନ ପାଇଛି । ସିଏସ୍‌ଆର୍ ପକ୍ଷରୁ ଶିକ୍ଷାନୁଷ୍ଠାନଗୁଡ଼ିକର ର‌୍ୟାଙ୍କିଙ୍ଗ୍ କରିବା ସମୟରେ ଶୈକ୍ଷିକ ଭିତିଭୂମି, ଆନୁସଙ୍ଗିକ ବ୍ୟବସ୍ଥା, ଫ୍ୟାକଲ୍ଟି, ଗବେଷଣା, କନ୍‌ସଲ୍‌ଟାନ୍‌ସି. ଆଡମିସନ୍‌, ପାଠ୍ୟକ୍ରମ ଶିକ୍ଷା ପ୍ରଦାନ ପ୍ରଣାଳୀ, ନିଯୁକ୍ତି, ସାମାଜିକ ଦାୟିତ୍ୱ ଏବଂ ଶିଳ୍ପ ସହିତ ଆଦାନପ୍ରଦାନ ଇତ୍ୟାଦିକୁ ବିଚାରକୁ ନିଆଯାଇଥିଲା ।

   Related Posts