Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ନାମାଙ୍କନ ପତ୍ର ଦାଖଲ କଲେ ସୁଶାନ୍ତ ସିଂହ

21/03/2019 at 12:54 PM

ବରଗଡ ୨୧|୩ : ନାମାଙ୍କନ ପତ୍ର ଦାଖଲ କଲେ ସୁଶାନ୍ତ ସିଂହ । ବରଗଡ ଭଟ୍‌ଲି ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସୁଶାନ୍ତ ସିଂହ । ବରଗଡ ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ତପିରାମ ମାଝୀଙ୍କ କାର୍ଯ୍ୟାଳୟରେ ଦୁଇ ସେଟ୍ ର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସୁଶାନ୍ତ ।

ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଦଳର ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରୁଛନ୍ତି ।

   Related Posts