Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୫୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୫୧୧ ଡିସଚାର୍ଜ
  • ||
  • ବିଧାୟିକାଙ୍କ ଘର ଆଗରେ ବୋମାମାଡ଼, ଦୁଇ ସମର୍ଥକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତକୁ ମିଳିଲା ଆଉ ଏକ ପଦକ, ୫୭ କେଜି କୁସ୍ତିରେ ରବି ଦାହିୟା ଜିତିଲେ ରୌପ୍ୟ ପଦକ
  • ||
  • ଜଗତସିଂହପୁର : ଶୁକ୍ରବାର ଖୋଲିବ ଝଙ୍କଡ ସ୍ଥିତ ମା’ ଶାରଳାଙ୍କ ମନ୍ଦିର, ଖୋଲିବ ଗୋରେଖନାଥଙ୍କ ପୀଠ
  • ||
  • କଟକ : ସ୍କୁଟି ମିଳିଥିଲା ମଧୁସୂଦନ ସେତୁରୁ, ମୃତଦେହ ମିଳିଲା ଯୋବ୍ରା ଆନିକଟରୁ : ମଙ୍ଗଳବାରଠୁ ଥିଲେ ନିଖୋଜ
  • ||
  • ବଡବିଲ : ରାସ୍ତା କଡକୁ ଓଲଟି ହୁତୁହୁତୁ ହୋଇ ଜଳିଗଲା ହାଇୱା
  • ||
  • ଭୁବନେଶ୍ବର : ରାଜ୍ୟ ମାନବାଧିକାର ଆୟୋଗରେ ଅଗ୍ନିକାଣ୍ଡ, ଏସି ସଟ୍ ସର୍କିଟ୍‌ରୁ ନିଆଁ ଲାଗିଥିବା ସୂଚନା
  • ||
  • ରାଉରକେଲା : ବଡଧରଣର ଜିଏସ୍‌ଟି ଠକେଇ, ବନ୍ଧାହେଲା ୮୦ କୋଟି ଟଙ୍କା ଠକିନେଇଥିବା ଠକ
  • ||
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • କଟକ : ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||

କଳାହାଣ୍ଡି ଉପଜିଲ୍ଲାପାଳ ସସ୍‌ପେଣ୍ଡ…

26/07/2020 at 3:48 PM

କଳାହାଣ୍ଡି୨୬/୭: କଳାହାଣ୍ଡି ଉପଜିଲ୍ଲାପାଳ ସସ୍‌ପେଣ୍ଡ। କାର୍ଯ୍ୟରେ ଅବହେଳା ଯୋଗୁଁ ଉପଜିଲ୍ଳାପାଳ ଅନିଷା ଦାସଙ୍କୁ ସସ୍‌ପେଣ୍ଡ କରାଯାଇଛି। ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ସେ ତହସିଲଦାର ଭାବେ କର୍ଯ୍ୟରତ ଥିଲେ। ପରବର୍ତ୍ତୀ ସମୟରେ କଳାହାଣ୍ଡି ଜିଲ୍ଳାର ଉପ- ଜିଲ୍ଳାପାଳ ଭାବେ ତାଙ୍କର ବଳଦି ହୋଇଥିଲା। ତହସିଲଦାରରୁ ଉପଜିଲ୍ଲାପାଳ ଭାବେ ବଦଳି ହୋଇଥିବା ଅନିଷାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଅନିଷାଙ୍କୁ ବେତନଟୀରୁ ରାତିଅଧିଆ ବଦଳି କରାଯାଇଥିଲା।  ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

   Related Posts