Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମମତା ବାନାର୍ଜୀଙ୍କ ଠାରୁ ମାତ୍ର ୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ, ଶେଷ ରାଉଣ୍ଡ ଗଣତି ଜାରି

2/05/2021 at 4:05 PM

କୋଲକାତା ୦୨/୦୫ : ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନରେ ଭୋଟ ଗଣତି ଜାରି ରହିଛି । ରୋଚକ କଥା ହେଉଛି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କ ମଧ୍ୟରେ କଡ୍ଡା ଟକ୍କର ଜାରି ରହିଛି । ୧୬ ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ମମତା ବାନାର୍ଜୀଙ୍କ ଠାରୁ ମାତ୍ର ୬ ଖଣ୍ଡ ଭୋଟ ଆଗରେ ଅଛନ୍ତି ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ । ବଡ କଥା ହେଉଛି ଆଉ ମାତ୍ର ଗୋଟିଏ ରାଉଣ୍ଡ ଅର୍ଥାତ ୧୭ ତମ ରାଉଣ୍ଡ ଗଣତି ହିଁ ବାକି ରହିଛି । ତେବେ ଆଉ ମାତ୍ର କିଛି ସମୟ ମଧ୍ୟରେ ନନ୍ଦୀଗ୍ରାମରେ କିଏ ବିଜୟ ମୁକୂଟ ପିନ୍ଧିବ ତାହା ସ୍ପଷ୍ଟ ହେବ ।

   Related Posts