Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଲାଞ୍ଚ ନେବା ବେଳେ ଧରାପଡିଲେ ତହସିଲଦାର, ପଥର ଟ୍ରାକ୍ଟରକୁ ଅନୁମତି ପାଇଁ ନେଉଥିଲେ ୪୦ହଜାର

29/04/2021 at 12:07 PM

କନ୍ଧମାଳ ୨୯।୦୪: ଲାଞ୍ଚ ନେଇ ତହସିଲଦାର ଗିରଫ । କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର ଚକ୍ରଧର ପାଢୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ୪୦ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ରାଇକିଆ ତହସିଲଦାର ଚକ୍ରଧର ପାଢୀ ଜଣେ ବ୍ୟକ୍ତିଙ୍କ ଠାରୁ ୪୦ହଜାର ଟଙ୍କା ଲାଞ୍ଚ ନେଉଥିଲା । ଏକ ଜବତ ଟ୍ରାକ୍ଟରକୁ ଛାଡିବା ପାଇଁ ମଣ୍ଡାକିଆର ସେନାପତିଙ୍କ ଠାରୁ ଲାଞ୍ଚ ନେଉଥିଲେ ରାଇକିଆ ତହସିଲଦାର । ଠିକଣା ସମୟରେ କାବୁ କରିଛି ଭିଜିଲାନ୍ସ । ପୂର୍ବରୁ ମଧ୍ୟ ତହସିଲଦାରଙ୍କ ନାମରେ ଅନେକ ପ୍ରକାରର ଅଭିଯୋଗ ଆସିଛି ।

   Related Posts