Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ସୌଭାଗ୍ୟ ନଗରରେ କାଉ ମଡକ, ବିଭିନ୍ନ ସ୍ଥାନରେ ମରି ପଡିଛନ୍ତି କାଉ

17/02/2020 at 11:00 AM

ଅନୁଗୁଳ ୧୭।୦୨: ତାଳଚେର ତାଳବେଡା ସୌଭାଗ୍ୟ ନଗରରେ କାଉ ମଡକ ଦେଖାଦେଇଛି । ସୋମବାର ଦିନ ପ୍ରାୟ ୧୦ଟି କାଉ ବିଭିନ୍ନ ଜାଗାରେ ମରି ପଡିଥିବା ଦେଖିବାକୁ ମିଳିଛି। ସେହିପରି ଦେଉଳବେଡା ମଙ୍ଗଳମ ନିକଟରେ ୫ଟି କାଉ ମରି ପଡିଥିବା ଦେଖିବାକୁ ମିଳିଛି। ତେବେ କେଉଁ କାରଣରୁ କାଉ ମାନେ ମରିଛନ୍ତି ତାହା ତଦନ୍ତ ହେବା ଆବଶ୍ୟକ ବୋଲି ଦାବି ହୋଇଛି।

   Related Posts