Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ

30/11/2021 at 10:03 AM

ସାଲେପୁର,୩୦/୧୧:   ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ। ଏହି ଭଳି ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି କଟକ ଜିଲ୍ଲା ସାଲେପୁର ପାଗା ବଜାରରେ।

ସୂଚନାନୁସାରେ, ମଙ୍ଗଳବାର ସକାଳ ପ୍ରାୟ ୮ ଘଣ୍ଟା ସମୟରେ କଟକ – ଚାନ୍ଦବାଲି ରାସ୍ତା ପାଗା ବଜାରରେ ଜଣେ କଲେଜ ଛାତ୍ରୀ ରାସ୍ତା ପାର ହେଉଥିଲେ । ସେଠାରେ ଏକ ସ୍କୁଟି ଚାଳକ ମଧ୍ୟ ଥିଲେ । ଏହି ସମୟରେ ସାଲେପୁର ପଟୁ ଆସୁଥିବା ଏକ କାର  ସିଧାସଳଖ  ଧକ୍କା ଦେଇଥିଲା । ଫଳରେ ଛାତ୍ରୀ ଓ ସ୍କୁଟି ଚାଳକ ତଳେ ପଡି ଯାଇଥିଲେ ।ଘଟଣା ସ୍ଥଳରେ ସ୍କୁଟି ଆରୋହୀଙ୍କ ସମେତ ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି।

ଏହି ଘଟଣାର ଶିକାର ହୋଇଥିବା ଛାତ୍ରୀ ଜଣକ ସ୍ଥାନୀୟ ସତ୍ୟଭାମାପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ଏହି ଘଟଣାଟି ପାଗା ବଜାରରେ ଥିବା ସିସିଟିଭି ଫୁଟେଜରୁ  କଏଦ ହୋଇଛି।

   Related Posts