Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ-୨୦୨୦ : ରୋମାଞ୍ଚକର ମୁକାବିଲାରେ ପଞ୍ଜାବଠୁ ୧୨ ରନରେ ହାରିଲା ହାଇଦ୍ରାବାଦ
  • ||

ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କରୁଣାନିଧି ଗୁରୁତର

28/07/2018 at 5:44 AM

ଡ଼ିଏମକେ ସୁପ୍ରିମୋ ତଥା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ.କରୁଣାନିଧିଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର | ତାଙ୍କୁ କାବେରୀ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି | ୮ଡିନା ହେଲା ତାଙ୍କ ବାସଭବନରେ ୨୪ ଘଣ୍ଟିଆ ଚିକିତ୍ସା ବ୍ୟବସ୍ଥାରେ ଥିବା କରୁଣାନିଧିଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ଅଧିକ ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାକୁ ସ୍ଥାନାଂତର କରାଯାଇଛି | ଗତରାଟି ୧୨ ଟା ପରେ ହଠାତ ତାଙ୍କର ରକ୍ତଚାପରେ ଦ୍ରୁତ ଅବନତି ଦେଖାଦେଇଥିଲା | ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା |

   Related Posts