Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ମାଝୀଙ୍କ ଇସ୍ତଫା ପରେ ତେଜିଲା ରାଜନୀତି: ତାରା କହିଲେ ପୂର୍ବରୁ ଯାଇଥିଲେ ଶନି ଓ ରାହୁ, ଏବେ ଗଲେ କେତୁ

22/10/2021 at 12:40 PM

ଭୁବନେଶ୍ୱର ୨୨/୧୦: କଂଗ୍ରେସରୁ ପ୍ରଦୀପ ମାଝି ଇସ୍ତଫା ଦେବେ ପରେ ରାଜନୀତି ହଇଚଇ । ଏହି ପରିପ୍ରେକ୍ଷୀରେ ନିଜର ପ୍ରତିକ୍ରିୟା ରଖିଛନ୍ତି ଜୟପୁର ବିଧାୟକ ତାରାବାହିନୀ ପତି । ସେ କହିଛନ୍ତି କଂଗ୍ରେସ ଦଳରେ ଥିଲା ଗ୍ରହ ଦୋଷ। ପୂର୍ବରୁ ଶନି, ରାହୁ ଯାଇଥିଲେ ଏବେ କେତୁ ଗଲେ ।

ଏଣିକି କଂଗ୍ରେସ ଦଳର ଗ୍ରହ ଦୋଷ କଟିଲା ଏବେ ଦଳ ଭଲ ପ୍ରଦର୍ଶନ କରିବେ ବୋଲି ବିସ୍ପୋରକ ବୟାନ ଦେଇଛନ୍ତି ତାରା । ପ୍ରଦୀପ ମାଝୀଙ୍କ ଇସ୍ତଫା କଂଗ୍ରେସ ଦଳରେ କୌଣସି ପ୍ରଭାବ ପଡିବ ନାହିଁ ବରଂ ଏଣିକି କଂଗ୍ରେସ ଦଳ ଅଧିକ ଶକ୍ତିଶାଳୀ ହେବ ବୋଲି ତାରା ପ୍ରସାଦ ବାହିନୀପତି କହିଛନ୍ତି । ପ୍ରଦୀପ ମାଝୀ ଯାହା ବି ପାଇଛନ୍ତି କଂଗ୍ରେସ ଦଳରୁ ହିଁ ପାଇଛନ୍ତି । ସେ କଂଗ୍ରେସ ଦଳ ଛାଡିବା ଦ୍ବାରା ଦଳରେ କୌଣସି ପ୍ରଭାବ ପଡିବ ନାହିଁ ବୋଲି ତାରା ବାହିନୀ ପତି କହିଛନ୍ତି ।

ସେ ଲୋକ ପ୍ରିୟ ନଥିଲେକି ଟାଣୁଆ ନେତା ନଥିଲେ ଲୋକ ପ୍ରିୟ ଥିଲେ ୨ ଥର ହାରିଲେ କିପରି ବୋଲି ପ୍ରଶ୍ନ କରିଛନ୍ତି।ରାଜ୍ୟ କଂଗ୍ରେସର କାର୍ଯ୍ୟକାରୀ ସଭାପତି ହୋଇ ଗୋଟାଏ ବିଧାୟକଙ୍କୁ ଜିତାଇ ପାରିଲେ ନାହିଁ । କଂଗ୍ରେସରେ ଥାଇ କଂଗ୍ରେସ ଦଳକୁ ଦୁର୍ବଳ କରିବାକୁ ଉଦ୍ୟମ କରୁଥିଲେ । ସେ ଦଳ ଛାଡିବାପରେ କଂଗ୍ରେସ ଅଧିକ ସୁଦୃଢ଼ ହେବ ବୋଲି କହିଛନ୍ତି ତାରା

   Related Posts