Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଶାସକ ଦଳ ସଦସ୍ୟ ଗୃହକୁ ବନ୍ଦ କରିବା ନିନ୍ଦନୀୟ ଓ ଲଜ୍ଜାଜନକ : ତାରା ବାହିନୀପତି

6/12/2021 at 2:37 PM

ଭୁବନେଶ୍ବର ୬।୧୨: ଗୃହ ଅଚଳ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ସେ କହିଛନ୍ତି, ଏହା ଏକ ନିନ୍ଦନୀୟ ଘଟଣା । ମୁଖ୍ୟମନ୍ତ୍ରୀ ଗୃହକୁ ଆସି ହସ୍ତକ୍ଷେପ କରନ୍ତୁ । ବାଚସ୍ପତି ସର୍ବଦଳୀୟ ବୈଠକ ଡ଼ାକନ୍ତୁ । ଗୃହ ଚାଲିବ ପାଇଁ ଆଜି ସୁଦ୍ଧା ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇନାହାନ୍ତି । ବାଚସ୍ପତି ଶାସକ ଦଳର ହାତ ବାରିସ ସାଜିଛନ୍ତି । ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ।

କଂଗ୍ରେସ ସବୁବେଳେ ଗଠନମୂଳକ ଚିନ୍ତା ଧାରାରେ ବିଶ୍ବାସ କରେ। ଗୃହ ଚଲେଇବା ପାଇଁ ସବୁବେଳେ ଉଦ୍ୟମ କରାଯାଉଛି ।  ତେବେ ଆଜି ବଜେଡି ପକ୍ଷରୁ ଗୃହକୁ ଯେଉଁଭଳି ଭାବେ ମୁଖା ପିନ୍ଧି ଅଭିନବ ଢଙ୍ଗରେ ବନ୍ଦ କରାଗଲା । ଏହା ନିନ୍ଦନୀୟ ଓ ଲଜ୍ଜାଜନକ।

   Related Posts