Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜ୍ୟର ଶ୍ରେଷ୍ଠ ଥାନାଭାବେ କେନ୍ଦ୍ର ଗୃହମନ୍ତ୍ରଣାଳୟ ଦ୍ବାରା ପୁରସ୍କୃତ ହେଲା ତରଭା ଥାନା

7/08/2019 at 9:42 PM

ତରଭା୭|୮: ସୁବର୍ଣ୍ଣପୁର ଜିଲ୍ଲାର ତରଭା ଥାନାକୁ ଆଜି ଓଡିଶା ର ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ କରାଯାଇଛି l  ଡିଜିପି ଆଜି କେନ୍ଦ୍ର ଗୃହମନ୍ତ୍ରୀ ଏବଂ କେନ୍ଦ୍ର ଗୃହ ସଚିବଙ୍କ ନିର୍ଦ୍ଦେଶ ଅନୁସାରେ ପୁରସ୍କୃତ କରିଛନ୍ତି l ଗତ ୨୦୧୮ ମସିହାର ବାର୍ଷିକ ରାଙ୍କିଂ ଆଧାରରେ  ପୁରସ୍କୃତ କରାଯାଇଛି l ଆଜି ତରଭା ଥାନାଧିକାରୀ ଡୋଲମଣି ଭୋଇ ଏହି ପୁରସ୍କାର ଗ୍ରହଣ କରିଛନ୍ତି l

   Related Posts