Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଶିକ୍ଷୟତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ : କଟକ ଏସସିବିରେ ଭର୍ତ୍ତି

1/07/2019 at 3:42 PM

ନିଆଳି ୧/୭ : କଟକ ଜିଲ୍ଲା ନିଆଳି ଥାନା ଆମ୍ବପଡା ଏମଇ ସ୍କୁଲରେ ଜଣେ ଶିକ୍ଷୟତ୍ରୀ ଶୁଚିସ୍ମିତ ମୁଦୁଲିଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି । ପାଠ ପଢାଉଥିବା ସମୟରେ ଜଣେ ଯୁବକ ବିଭୁତି ମହାନ୍ତି ଶ୍ରେଣୀ କକ୍ଷ ମଧ୍ୟକୁ ପଶିଆସି ଶିକ୍ଷୟତ୍ରୀଙ୍କ ଉପରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଏହାପରେ ଘଟଣାସ୍ଥଳରୁ ଦୁବୃତ୍ତ ବିଭୁତି ମହାନ୍ତି ଫେରାର ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ଶିକ୍ଷୟତ୍ରୀଙ୍କୁ ଏବେ କଟକ ସ୍ଥାନାନ୍ତର କରାଯାଇଛି । ତେବେ ଆକ୍ରମଣ କରିବା ପଛର କାରଣ ଅସ୍ପଷ୍ଟ ରହିଛି । ପୁଲିସ ଏହି ଘଟଣାର ଛାନଭିନ୍ କରୁଛି

   Related Posts