Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଗାଁ ପୋଖରୀରୁ ମିଳିଲା ଶିକ୍ଷକଙ୍କ ମୃତଦେହ, ହତ୍ୟା ସନ୍ଦେହ

1/11/2019 at 8:05 AM

ଦେବଗଡ ୧।୧୧: ଗାଁ ପୋଖରୀରୁ ମିଳିଲା ଶିକ୍ଷକଙ୍କ ମୃତଦେହ । ଘରଠାରୁ ଶହେ ମିଟର ଦୂରରେ ଥିବା ପୋଖରୀରୁ ମିଳିଛି ମୃତଦେହ । ଶିକ୍ଷକଙ୍କୁ କେହି ହତ୍ୟା କହିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ପାଲୁଣୀପଡା ଗାଁର ନିକଟସ୍ଥ ପୋଖରୀରୁ ଶିକ୍ଷକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଶିକ୍ଷକ ପାଲୁଣୀପଡା ଗାଁର ଆଶୁତୋଷ ପଟେଲ । ଘରଠାରୁ ଶହେ ମିଟର ଦୂରରେ ଥିବା ପୋଖରୀରୁ ମୃତଦେହ ମିଳିଛି ।

ଗତକାଲି ସନ୍ଧ୍ୟାରୁ ନିଖୋଜ ଥିଲେ ଆଶୁତୋଷ । ତେବେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

   Related Posts