Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ଗୁରୁ ନାଁରେ କଳଙ୍କ – ଛାତ୍ରୀଙ୍କୁ ଅଶୀଳ୍ଲ ଭିଡିଓ ଦେଖାଇବା ସହ ଅସଦାଚରଣ ଅଭିଯୋଗରେ ନିଲମ୍ବିତ

19/09/2019 at 10:09 PM

ଖଇରା – ଅସଦାଚରଣ କରି ଶିକ୍ଷକ ନିଲମ୍ବିତ । ଘଟଣା ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ କଣ୍ଟାପଡା ୟୁଜିଏମ୍‌ଇ ସ୍କୁଲର ପ୍ରଧାନ ଶିକ୍ଷକ ଅର୍ଜୁନ ସେଠୀଙ୍କ ବିରେ।ଧରେ ଅଭିଯେ।ଗ ଆଣିଛନ୍ତି କିଛି ଛାତ୍ରୀ ।


ଶିକ୍ଷକ ଜଣକ ଛାତ୍ରୀମାନଙ୍କୁ ବାରମ୍ବାର ଅଶ୍ଳୀଳ ଭାଷାରେ ଗାଳି କରିବା ସହ ଅଶ୍ଳୀଳ ଟିକଟକ ଭିଡିଓଦେଖାଉଥିଲେ । ଘଟଣା ସମ୍ପର୍କରେ ସେମାନେ ଘରେ ଜଣାଇବା ପରେ ଅଭିଭାବକମାନେ ଖଇରା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଲିଖିତ ଅଭିଯୋଗ କରିଥିଲେ । ବିଇଓଙ୍କ ତରଫରୁ ଏକ ୩ ଜଣିଆ ଅନୁଧ୍ୟାନ କମିଟି ବିଦ୍ୟାଳୟକୁ ଆସି ଘଟଣାର ତଦନ୍ତ କରିବା ପରେ ଅଭିଯୁକ୍ତ ପ୍ରଧାନ ଶିକ୍ଷକଙ୍କୁ କାର୍ଯ୍ଯରୁ ନିଲମ୍ବନ କରାଯାଇଛି ।

   Related Posts