ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସନ୍ଧ୍ୟାରେ ମୁମ୍ବାଇ ବନାମ ଦିଲ୍ଲୀ : ‘କର ବା ମର’ ସ୍ଥିତିରେ କ୍ୟାପିଟାଲ୍ସ
  • ||
  • ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ଏଏଫଆଇ ଇଣ୍ଡିଆନ ଗ୍ରାଁପ୍ରି-୩ : ଅମିୟ କୁମାର ମଲ୍ଲିକ ଏବଂ ଶ୍ରାବଣୀ ନନ୍ଦଙ୍କ ଉପରେ ନଜର
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୮ କୋଭିଡ୍ ପଜିଟିଭ୍
  • ||
  • ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତରେ ଚାଲିଗଲା ୩୩ ଜୀବନ
  • ||
  • ତାତି ଆହୁରି ବଢିବ, ୩ ଦିନ ଯାଏଁ ତତଲା କଡେଇରେ ଭାଜିହେବେ ରାଜ୍ୟବାସୀ
  • ||
  • ୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚାଲାଣ ପାଇଁ ଜଙ୍ଗଲରେ ଲୁଚାଇଥିଲେ ମାଫିଆ
  • ||

ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିକ୍ଷକ ଅଧ୍ୟାପକ ମିଳିତ ମଂଚ ଆନ୍ଦୋଳନ ସ୍ଥଗିତ

13/10/2018 at 3:51 PM

ଭୁବନେଶ୍ୱର ୧୩/୧୦ : ଶିକ୍ଷକ ଅଧ୍ୟାପକ ମିଳିତ ମଂଚ ଆନ୍ଦୋଳନକୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛି | ଗତକାଲି ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ପରେ ସାମୟିକ ଭାବେ ଆନ୍ଦୋଳନ ସ୍ଥଗିତ ରଖିବାକୁ ମିଳିତ ମଂଚ ଷ୍ଟିୟରିଂ କମିଟି ନିଷ୍ପତ୍ତି ନେଇଛି | ପର୍ଯ୍ୟାୟକ୍ରମେ ଦାବି ପୂରଣ କରାଯିବ ବୋଲି ସରକାର ପ୍ରତିଶୃତି ଦେଇଛନ୍ତି |

   Related Posts