Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ରାଜରାସ୍ତାରେ ଶିକ୍ଷକ, ସ୍କୁଲରେ ତାଲା ; ଧାରଣାସ୍ଥଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

7/09/2018 at 2:25 PM

ଭୁବନେଶ୍ୱର ୭/୯ : ୨୩ ଦିନରେ ପହଂଚିଛି ଶିକ୍ଷକ ଆନ୍ଦୋଳନ | ଆଜିକୁ ୨୩ ଦିନ ହେଇଗଲା ଶିକ୍ଷକମାନେ ରାଜରାସ୍ତାରେ ଆନ୍ଦୋଳନରେ ବସିଛନ୍ତି | ଗୋଟିଏ ପଟେ ଗୃହ ଭିତରେ ଏହି ପ୍ରସଙ୍ଗ ଉଠୁଛି ତା ଅନ୍ୟପଟେ ଶିକ୍ଷକ ଅଧ୍ୟାପକ ମିଳିତ ମଞ୍ଚ ଲୋୟର ପିଏମଜିରେ ଆନ୍ଦୋଳନରେ ବସିଛନ୍ତି | ରାଜ୍ୟର ହଜାର ହଜାର ସ୍କୁଲରେ ପାଠ ପଢା ଠପ ହୋଇଯାଇଛି | ସ୍କୁଲରେ ତଳ ପକାଇ ଆନ୍ଦୋଳନକୁ ଓହ୍ଲାଇଥିବା ଶିକ୍ଷକମାନଙ୍କୁ ନାଲି ଆଖି ଦେଖାଇଛନ୍ତି ସରକାର | ସରକାର କହିଛନ୍ତି- ବିନା ଅନୁମତିରେ ସ୍କୁଲରେ ଅନୁପସ୍ଥିତ ରହିଲେ ଏଣିକି ଦରମା କଟିବ | ଏହା ସତ୍ୱର ଶିକ୍ଷକମାନେ ଆନ୍ଦୋଳନରୁ ଓହରି ନାହାନ୍ତି |

   Related Posts