Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
  • ||
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||

କଳିଙ୍ଗ ଷ୍ଟାଡିୟମରେ ହକି ଫାଇଟ୍, ଭୁବନେଶ୍ବରରେ ପହଞ୍ଚିଲା ଟିମ୍ ଇଣ୍ଡିଆ

19/05/2019 at 12:25 PM

ଭୁବନେଶ୍ବର ୧୯|୫: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଦେଖିବାକୁ ମିଳିବ ହକି ଫାଇଟ୍ । ଜୁନ ୬ରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏଫଆଇଏଚ୍ ପୁରୁଷ ସିରିଜ ଫାଇନାଲ୍ସ । ଏଥିପାଇଁ କଳିଙ୍ଗ ଷ୍ଟାଡିୟମରେ ଜୋରଦାର ପ୍ରସ୍ତୁତି ଚାଲିଛି ।

ଏଥିରେ ଭାଗ ନେବାକୁ ପ୍ରଥମ ଦଳ ଭାବେ ଟିମ୍ ଇଣ୍ଡିଆ ଆଜି ଭୁବନେଶ୍ବରରେ ପହଞ୍ଚିଛି । ପ୍ରତିଯୋଗିତାରେ ଆୟୋଜକ ଭାରତ ସହ ଜାପାନ, ମେକ୍ସିକୋ, ଆମେରିକା, ପୋଲାଣ୍ଡ, ଦକ୍ଷିଣ ଆଫ୍ରିକା, ରୁଷିଆ, ଉଜବେକିସ୍ତାନ ଅଂଶ ଗ୍ରହଣ କରିବେ ।

   Related Posts