ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ, ତାରାତାରିଣୀ ପୀଠରେ ହେଲା ଗଣବିବାହ

NEWS7
telangana-has-stopped-screening-domestic-passengers

ବ୍ରହ୍ମପୁର ୦୩।୦୨: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ । ଗଞ୍ଜାମର ମା’ ତାରାତାରିଣୀ ପୀଠରୁ ଏହି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଶତାଧିକ ନବଦମ୍ପତ୍ତିଙ୍କ ବିବାହର ଆୟୋଜନ କରାଯାଇଛି । ପ୍ରତ୍ୟେକ ବିବାହ ପାଇଁ ସରକାର ବ୍ୟୟ କରିବେ ୬୦ ହଜାର ଟଙ୍କା ।