Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ଟେଲିମେଡିସିନ ସେବା

21/07/2020 at 12:15 PM

ଭଦ୍ରକ ୨୧।୭: କରୋନା ମହାମାରୀ ସଙ୍କଟ ସମୟରେ  ଜିଲ୍ଲାବାସୀଙ୍କୁ ଘରେ ବସି ସ୍ବାସ୍ଥ୍ୟ ସେବା ଯୋଗାଇବା ଓ ସଂକ୍ରମଣ ନିୟନ୍ତ୍ରଣ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଟେଲି ମେଡିସିନ ସେବାର ଶୁଭାରମ୍ଭ ହୋଇଛି । ଏଥିପାଇଁ ଡାକ୍ତରଖାନା ପକ୍ଷରୁ ଦୁଇଟି ମୋବାଇଲ ନମ୍ବର ଜିଲ୍ଲାବାସୀଙ୍କ ପାଇଁ ଜାରି କରାଯାଇଛି । ଦୁଇଟି ନମ୍ବର ହେଲା ୭୬୫୫୦୫୦୮୬୭ ଓ ୭୬୫୫୦୫୦୮୬୮ ।

ଏହି ନମ୍ବର ମାଧ୍ୟମରେ ଲୋକମାନେ ଫୋନ୍ କରି ରୋଗ ଜଣାଇ ଔଷଧର ନାମ ଓ ଆବଶ୍ୟକ ପରାମର୍ଶ ନେଇପାରିବେ ବୋଲି ସୂଚନା ମିଳିଛି । ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ପଦକ୍ଷେପ ନିଆଯାଇଛି । ମେଡିକାଲ ନ ଆସି ହାତପହାନ୍ତାରେ ଏବେ ଜିଲ୍ଲାବାସୀଙ୍କୁ ସ୍ବାସ୍ଥ୍ୟସେବା ମିଳିପାରିବ ।

   Related Posts