Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ଦୁଇ ଦିନ ପରେ ରାଜ୍ୟରେ କମିବ ତାପମାତ୍ରା, କାଳବୈଶାଖୀ ସହ କୁଆପଥର ବର୍ଷା

18/04/2019 at 4:41 PM

ଭୁବନେଶ୍ବର ୧୮|୪: ସାରା ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ଦିନ ୧ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆସନ୍ତା ଦୁଇ ଦିନ ପରେ ତାପମାତ୍ରା କମିବ । ଉତ୍ତର, ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ କାଳବୈଶାଖୀ ଯୋଗୁଁ ତାପମାତ୍ରା କମିବ । ଉତ୍ତର ଓ ଦକ୍ଷିଣ, ଆଭ୍ୟନ୍ତରୀଣ ଓଡିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଘୂର୍ଣ୍ଣିଝଡ ହେବାର ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ଉପକୂଳ ଓଡିଶାରେ କାଳବୈଶାଖୀ ସହ କୁଆପଥର ବର୍ଷା ହେବ । ୨୨ତାରିଖ ପରଠୁ ତାପମାତ୍ରା ପୁଣି ବୃଦ୍ଧି ପାଇବ ।

   Related Posts