Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଶୁକ୍ରବାର ୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ…

17/04/2020 at 7:34 PM

ଭୁବନେଶ୍ବର୧୭/୪: ଆଜି ୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ସୋନପୁରରେ ସର୍ବାଧିକ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ ହୋଇଛି। ଅନୁଗୋଳ ଓ ବଲାଙ୍ଗୀରରେ ୪୧.୫ ଡିଗ୍ରୀ, ତାଳଚେର-୪୧.୪ ଡିଗ୍ରୀ, ମାଲକାନଗିରି- ୪୦ ଡିଗ୍ରୀ ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୧.୨ ଡିଗ୍ରୀ ତାପମାତ୍ରା ରହିଛି।

   Related Posts