ଶୁକ୍ରବାର ୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ...

Published By : Prameya-News7 Bureau | April 17, 2020 IST

ଭୁବନେଶ୍ବର୧୭/୪: ଆଜି ୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ସୋନପୁରରେ ସର୍ବାଧିକ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ ହୋଇଛି। ଅନୁଗୋଳ ଓ ବଲାଙ୍ଗୀରରେ ୪୧.୫ ଡିଗ୍ରୀ, ତାଳଚେର-୪୧.୪ ଡିଗ୍ରୀ, ମାଲକାନଗିରି- ୪୦ ଡିଗ୍ରୀ ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୧.୨ ଡିଗ୍ରୀ ତାପମାତ୍ରା ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.