Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଆଉ ଜଣେ ଟିଏମସି ବିଧାୟକଙ୍କ ପରଲୋକ
  • ||
  • ୧୦ ଦିନର ଶିଶୁପୁତ୍ରକୁ ୧୦ ହଜାର ଟଙ୍କାରେ ବିକିଦେଲା ବାପା, ମାଳିସାହି ନିକଟରୁ ଉଦ୍ଧାର କଲା ପୋଲିସ
  • ||
  • ହତ୍ୟା କରି ଗଛରେ ଟାଙ୍ଗିଦେଲେ ! ସନ୍ଧ୍ୟାରେ ସାଙ୍ଗ ହୋଇ ମଦ ପିଇଲା ପରେ ଏମିତି ଘଟିଲା କ’ଣ ?
  • ||
  • ଯୁବକଙ୍କୁ ବୀଭତ୍ସ ହତ୍ୟା : ଖଣ୍ଡା ଓ ଫାର୍ସାରେ ବେକକୁ ହାଣିଦେଲେ ୪ ଦୁର୍ବୃତ୍ତ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୭୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ୧୨ ଫୁଟର ଅଜଗର ଉଦ୍ଧାର, କପିଳାସ ଜଙ୍ଗଲରେ ଛାଡିଲା ବନ ବିଭାଗ
  • ||
  • ବିପୁଳ ପରିମାଣର ଗଞ୍ଜେଇ ଜବତ, ୩ ମାଫିଆ ଗିରଫ
  • ||
  • ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ
  • ||

ଅଗ୍ନିକାଣ୍ଡରେ ଜଳିଗଲା ୧୦ ରୁ ଅଧିକ ଘର ; ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

30/08/2018 at 9:53 PM

ଢେଙ୍କାନାଳ ୩୧|୮:  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଭୁବନ ଥାନା ଅସୁରବନ୍ଧ ଗାଁରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ନିଆଁରେ ଜଳିଗଲା ୧୦ ରୁ ଉର୍ଦ୍ଧ୍ବ ବଖରା ଘର । ନିଆଁରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ  ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସର୍ଟ୍ ସର୍କିଟ୍ ରୁ ନିଆଁ ଲାଗିଥିବା ଜଣାପଡିଛି ।

   Related Posts