Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ମୁଖ୍ୟ ରାସ୍ତାରେ ୧୦ଫୁଟର ଖାଲ, ଯାତାୟତ ବାଧାପ୍ରାପ୍ତ

28/07/2020 at 12:35 PM

ଜଳେଶ୍ୱର ୨୮।୦୭: ଧସିଲା ଭୂତଳ ପୋଲ । ବାଲେଶ୍ଵର ଜିଲ୍ଲା ଗାନ୍ଧୀଛକରୁ ବାଲିଆପାଳକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଘଣ୍ଟିଆଡି ଠାରେ ଦବିଯାଇଛି ରାସ୍ତା । ଯାହାଫଳରେ ବାଲିଆପାଳ –ଗାନ୍ଧୀ ଛକ ମୁଖ୍ୟ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ଗାନ୍ଧୀଛକରୁ ବାଲିଆପାଳକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଘଣ୍ଟିଆଡି ଠାରେ ୧୦ ଫୁଟର ଖାଲ ସୃଷ୍ଟି  ହୋଇଛି |  ଯାହାଫଳରେ ଯାତାୟାତ ସମ୍ପୂର୍ଣ ବାଧାପ୍ରାପ୍ତ ହୋଇଛି । ତେବେ ଏନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଯୋଗାଯୋଗ କରିବାରୁ ଏହା ଦୀର୍ଘ ୬୦ ବର୍ଷର ପୁରୁଣା ଭୂତଳ ପୋଲ ହୋଇଥିବାରୁ ତାହା ଦୁର୍ବଳ ହୋଇ ଭାଙ୍ଗି ପଡିଥିବା କଥା କହିଛନ୍ତି   |

   Related Posts