Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍, ୧୦ ଜଣ ଗୁରୁତର

28/06/2019 at 8:50 AM

ଅନୁଗୁଳ ୨୮|୬: ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍ । ଦୁର୍ଘଟଣାରେ ୧୦ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ବନ୍ଦା ଛକରେ ବସ୍ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍ । ଦୁର୍ଘଟଣାରେ ୧୦ଜଣ ଗୁରୁତର ହୋଇଛନ୍ତି । ଝାରସୁଗୁଡ଼ାରୁ ଭୁବନେଶ୍ଵର ଅଭିମୁଖେ ଯାଉଥିଲା ‘ଦିଲଖୁସ୍‌’ ବସ୍ ।

   Related Posts