Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଡାକ୍ତରଙ୍କ ଅବହେଳା ଯୋଗୁଁ ରୋଗୀ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଭଙ୍ଗାରୁଜା ସହ ଲାଗି ରହିଛି ଉତ୍ତେଜନା

26/04/2021 at 2:32 PM

କଣ୍ଟାବାଞ୍ଜି ୨୬।୪: କଣ୍ଟାବାଞ୍ଜି ଡାକ୍ତରଖାନାରେ ଡାକ୍ତରଙ୍କ ଅବହେଳା ଯୋଗୁଁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ରୋଗୀ ଜଣଙ୍କ ହେଲେ କଣ୍ଟାବାଞ୍ଜି ଆଶ୍ରମପଡାର ପ୍ରେମ ମେହେର । ତେବେ ଡାକ୍ତର ଠିକ୍ ସମୟରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେଇନଥିବାରୁ ପ୍ରେମଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରି ଡାକ୍ତରଖାନାରେ ଭଙ୍ଗାରୁଜା କରିବା ସହ ଉତ୍ତେଜନା ଲାଗିରହିଛି । ଘଟଣାର ଖବର ପୋଲିସ ପାଇଁ ଡାକ୍ତରଖାନାରେ ମୁତୟନ ହୋଇଛନ୍ତି । ପୋଲିସ ଏସଡିପିଓ ମଧ୍ୟ ଡାକ୍ତରଖାନାରେ ଉପସ୍ଥତି ରହି ଆଇନ ଶୃଙ୍ଖଳା ଉପରେ ନଜର ରଖିଛନ୍ତି ।

   Related Posts