Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ଜଗତସିଂହପୁର ବିଜେଡିରେ ଅଭାବନୀୟ ପରିସ୍ଥିତି, ପ୍ରଶାନ୍ତ ମୁଦୁଲି ଓ ଅମରେନ୍ଦ୍ର ଦାସଙ୍କ ସମର୍ଥକ ହେଲେ ମୁହାଁମୁହିଁ

6/04/2019 at 2:57 PM

ଜଗତସିଂହପୁର ୬|୪ : ଜଗତସିଂହପୁର ବିଧାନସଭା ଆସନ ପାଇଁ ବିଜେଡି ଟିକେଟକୁ ନେଇ ବିବାଦ ଥମିବାର ନା ଧରୁନି । ଦଳ ଏହି ଆସନ ପାଇଁ ବାଲିକୁଦା-ଏରସମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରାର୍ଥୀ କରିବା ପରେ ଆଶାୟୀ ପ୍ରାର୍ଥୀ ଯୁବ ବିଜେଡି ସଭାପତି ଅମରେନ୍ଦ୍ର ଦାସଙ୍କ ସମର୍ଥକମାନେ ଏହାକୁ ଘୋର ବିରୋଧ କରିଛନ୍ତି ।

ଆଜି ପ୍ରଶାନ୍ତ ମୁଦୁଲିଙ୍କ ଶୋଭାଯାତ୍ରା ସ୍ଥାନୀୟ ବାଲି ଭଉଁରୀ ଛକ ନିକଟରୁ ବାହାରି ନାଉଗାଁରେ ଆୟୋଜିତ ସଭାସ୍ଥଳକୁ ଯାଉଥିବା ବେଳେ ସିଙ୍ଗିପୁର ଛକଠାରେ ଅମରେନ୍ଦ୍ରଙ୍କ ସମର୍ଥକ ମାନେ ପ୍ରଶାନ୍ତଙ୍କୁ କଳାପତାକା ଦେଖାଇ ନାରାବାଜି କରିଥିଲେ । ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ  ହୋଇଥିବା ବେଳେ ଦଳୀୟ ଗୋଷ୍ଠୀ କନ୍ଦଳ ତୀବ୍ର ହେବାରେ ଲାଗିଛି ।

   Related Posts