Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଫାସ୍ ଟ୍ୟାଗ୍‌କୁ ନେଇ ତୁମୁଳକାଣ୍ଡ, ଦୁଇ ଗୁଣ ଫି ମାଗିବାରୁ ଟୋଲ୍ ଗେଟ୍ କର୍ମଚାରୀ ଓ ବସ୍ ଯାତ୍ରୀ ହାତାହାତି

22/02/2021 at 10:19 AM

ଖଲ୍ଲିକୋଟ ୨୨।୨: ଫାସ୍ ଟ୍ୟାଗକୁ ନେଇ ଗଣ୍ଡଗୋଳ । ଫାସ୍ ଟ୍ୟାଗ୍ ନଥିବାରୁ ଦୁଇ ଗୁଣ ଟୋଲ୍ ଫି ମାଗିବାକୁ ନେଇ ହୋଇଛି ପାଟିତୁଣ୍ଡ । ହାତାହାତି ଯାଏ କଥା ଯାଇଛି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଟୋଲଗେଟ୍ ନିକଟରେ ହାତାହାତି ହୋଇଛନ୍ତି ଟୋଲ୍ ଗେଟ୍ କର୍ମଚାରୀ ଓ ଗାଡ଼ିରେ ବସିଥିବା ଲୋକ ।

ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ ବାଲୁଗାଁରୁ ବ୍ରହ୍ମପୁରକୁ ୬ଟି ଗାଡ଼ିରେ ବରଯାତ୍ରୀ ଯାଉଥିଲେ । ଗାଡିରେ ଫାସ୍ ଟ୍ୟାଗ୍ ନଥିବାରୁ ଖଲ୍ଲିକୋଟ ଗୁରାପଲ୍ଲୀ ଟୋଲ୍ ଗେଟ୍ କର୍ମଚାରୀ ଦୁଇ ଗୁଣା ଟୋଲ୍ ଫିସ୍ ମାଗିଥିଲେ । ଏହାପରେ ବରଯାତ୍ରୀମାନେ ହଠାତ୍ ଆସି କର୍ମଚାରୀଙ୍କ ସହ ପାଟିତୁଣ୍ଡ କରିବା ସହ ମାରପିଟ ମଧ୍ୟ କରିଥିଲେ । ଏଥିରେ ଟୋଲ୍ ଗେଟର କିଛି କର୍ମଚାରୀ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା ।

   Related Posts