Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ବରଗଡ଼ ଜିଲ୍ଲା ୩ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ୟକ୍ତ ଲୋକଙ୍କ ଲଙ୍କାକାଣ୍ଡ ; ଜାଳିଦେଲେ ଟ୍ରକ

19/06/2018 at 11:24 AM

ବରଗଡ଼ ଜିଲ୍ଲା ୩ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖା ଦେଇଛି | ଠିକାଦାର କ୍ୟାମ୍ପ,ଜେସିବି ସହ ୪ଟି ଟ୍ରକ ଜାଳିଦେଇଛନ୍ତି ଉତ୍ୟକ୍ତ ଲୋକେ | କ୍ଷତି ପୂରଣ ଦାବିରେ ସୋହେଲା ପଦ୍ମପୁର ରାସ୍ତା ଅବରୋଧ କରିଛନ୍ତି ଉତ୍ୟକ୍ତ ଲୋକେ | ଘଟଣାସ୍ଥଳରେ ପୋଲିସ ଫୋର୍ସ ମୃତୟନ କରାଯାଇଛି |

   Related Posts