Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||

ପୂଜା ଭସାଣୀ ସମୟରେ କମେଣ୍ଟ ମରାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗାେଳ, ଦୁଇ ଆହତ

18/11/2019 at 7:35 AM

ଅନୁଗୁଳ ୧୮।୧୧: ଅନୁଗୁଳ ଜିଲ୍ଲା ଅନ୍ତର୍ଗତ ତାଳଚେର କାର୍ତ୍ତିକେଶ୍ବର ପୂଜା ଭସାଣୀ ସମୟରେ ରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି ।  ଦୁଇ ଗୋଷ୍ଠୀ ମଧୟରେ ଗଣ୍ଡଗାେଳରେ ଦୁଇ ଜଣ ଆହତ ଆହତ ହୋଇଥିବା ସୂଚନା । ଘଟଣାସ୍ଥଳରେ ତାଳଚେର ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତଣ କରିବାକୁ ଉଦ୍ୟମ  ଜାରି ରଖିଛି ।

ସୂଚନାଯୋଗ୍ୟ ଯେ , ତାଳଚେର କାର୍ତ୍ତିକେଶ୍ଵର ପୂଜା ଭସାଣୀ ସମୟରେ ପାଟନାସାହି ଆଉ ଭୈରବିସାହି ମଧ୍ୟରେ ଗୋଷ୍ଠି ସଂଘର୍ଷ ହୋଇଥିବାର ଦେଖିବାକୁ ମିଳିଛି । କମେଣ୍ଟ ମରାକୁ  ନେଇ ଉଭୟ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ହୋଇଛି । ଗୋଷ୍ଠୀ ସଂଘର୍ଷରେ ୧୦ରୁ ଅଧିକ ବାଇକ ଭଙ୍ଗାରୁଜା, ଢେଲା ପଥର ମାଡ଼,  ଅଟୋ ଓ  କାର ଭଙ୍ଗାରୁଜା ହୋଇଛି । କିଛି ଲୋକଙ୍କ ଘର କାଚ ଭାଙ୍ଗିବା ସହ ଦୁଇ ଜଣ ଆହତ ହୋଇଥିବାର ସୂଚନା ମିଳିଛି । ଆହତଙ୍କୁ ତାଳଚେର ମେଡିକାଲ ରେ  ଭର୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି, ପୋଲିସ ପହଞ୍ଚି ସ୍ଥିତିକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି।

   Related Posts