Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ହସ୍ପିଟାଲରେ ଡାକ୍ତରଙ୍କ ଅନୁପସ୍ଥିତ ନେଇ ଉତ୍ତେଜନା

10/12/2019 at 11:57 AM

ନୀଳଗିରି୧୦।୧୨: ହସ୍ପିଟାଲରେ ଡାକ୍ତର ଅନୁପସ୍ଥିତ ନେଇ ଉତ୍ତେଜନା । ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ଅଧିନ ବରମପୁର ହସ୍ପିଟାଲରେ ଡାକ୍ତର ଅନୁପସ୍ଥିତ ଥିବା ନେଇ ଉତ୍ତେଜନା ଦେଖାଦେଇଛି ।

ସୂଚନାଯୋଗ୍ୟ ଯେ, ନୀଳଗିରି ବ୍ଲକ ବରମପୁର ହସ୍ପିଟାଲରେ ଡାକ୍ତରଙ୍କ ଅନୁପସ୍ଥିତ ନେଇ ଉତ୍ତେଜନା ଦେଖାଦେଇଥିଲା । ଏହି ହସ୍ପିଟାଲ ଉପରେ ନିକଟସ୍ଥ ବରମପୁର, ଧରମପୁର, ଆରବନ୍ଦ, ତେନ୍ତୁଳିଆ, ମାଟିଆଳି, ଛତ୍ରପୁର, ତେଲିପାଳ, ନରଣପୁର ପଂଚାୟତର ଶତାଧିକ ଗ୍ରାମବାସୀ ନିର୍ଭର କରିଥାନ୍ତି। କିନ୍ତୁ ଡାକ୍ତରଙ୍କ ଅନୁପସ୍ଥିତ ରୋଗୀମାନେ ହନ୍ତସନ୍ତ ହୋଇଥିଲେ , ପରେ କିଛି ସମୟ ପରେ ହସ୍ପିଟାଲରେ  ଡାକ୍ତର ପହଞ୍ଚିବାରୁ ପରିସ୍ଥିତି ଶାନ୍ତ ପଡିଥିଲା।

   Related Posts