Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ଅଫ୍‌ଲାଇନ୍‌ ପରୀକ୍ଷାକୁ ନେଇ ଉତ୍ତେଜନା, ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପୋଲିସର ଲାଠିଚାର୍ଜ

6/04/2021 at 2:28 PM

ସମ୍ବଲପୁର ୦୬।୦୪ : ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ଅଫ୍‌ଲାଇନ୍‌ ପରୀକ୍ଷାକୁ ନେଇ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ଉତ୍ତେଜନା । ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ପକ୍ଷରୁ ଲାଠିଚାଳନା ହୋଇଛି ।

ଖବର ଅନୁଯାୟୀ, ବୁର୍ଲା ସମ୍ବଲପୁର ବିଶ୍ବବିଦ୍ୟାଳୟ ପରିସରରେ ଲାଠି ଚାର୍ଜ । ଛାତ୍ର କଂଗ୍ରେସ କର୍ମୀମାନେ ବିଶ୍ବବିଦ୍ୟାଳୟ ଘେରାଉ କରିବା ସହ ଭଙ୍ଗାରୁଜା କରିବାରୁ ମୃଦୁ ଲାଠି ଚାଳନା କରିଛି ପୋଲିସ । ଅଫଲାଇନ ପରୀକ୍ଷାକୁ ବିରୋଧ କରି ଛାତ୍ରମାନେ ଘେରାଉ କରିବା ସହ ଅନଲାଇନ ପାଇଁ ଦାବି କରିଥିଲେ । ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ହେବାରୁ ଲାଠି ଚାର୍ଜ କରିଛି ପୋଲିସ । ଏପିରିକି ଛାତ୍ରମାନେ କଲେଜର ଆସବାପତ୍ର ମଧ୍ୟ ଭଙ୍ଗାରୁଜା କରିଛନ୍ତି ।

   Related Posts