Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଚିକିତ୍ସା ଅବହେଳାରୁ ନବଜାତ ଶିଶୁର ମୃତ୍ୟୁ ଓ ମା’ ଗୁରୁତର ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

19/07/2019 at 4:10 PM

ସୋର ୧୯|୭:  ଚିକିତ୍ସାରେ ଅବହେଳାରୁ ମା’ ଗୁରୁତର ହୋଇଥିବାବେଳେ ନବଜାତ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ଶିଶୁକୁ ଧରି ଡାକ୍ତରଖାନା ସମ୍ମୁଖରେ ବାପା । ଗୁରୁତର ମା’କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି । 

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା କମାଣପୁରର ମନୋଜ ଶଙ୍ଖୁଆଙ୍କ ସ୍ତ୍ରୀ ଜୟନ୍ତୀ ଡାକ୍ତରଖାନାରେ ୯ ଘଣ୍ଟା ଆଡମିଟ୍ ହେବା ପରେ ମୃତ ଶିଶୁ ଜନ୍ମ ନେଇଥିଲା । ଚିକିତ୍ସାରେ ଅବହେଳାରୁ ଶିଶୁର ମୃତ୍ୟୁ ହୋଇଥିବାବେଳେ ମା’ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି । ଫଳରେ ହସ୍ପିଟା ପରିସରରେ ଉତ୍ତେଜନା ଦେଖାଦେଇଛି । ମୃତ ଶିଶୁକୁ ଧରି ଡାକ୍ତରଖାନା ସମ୍ମୁଖରେ ବାପା । ଗୁରୁତର ମା’କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

   Related Posts