Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ବାପା ଓ ପୁଅକୁ ଶ୍ବଶୁର ଘର ଲୋକଙ୍କ ଆକ୍ରମଣ ଅଭିଯୋଗ : ଉଭୟ ମେଡିକାଲରେ ଭର୍ତ୍ତି

19/11/2019 at 12:25 PM

ପାଟଣା ୧୯।୧୧; କେନ୍ଦୁଝର ଜିଲ୍ଲା ପାଟଣା ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୁଅର ଶ୍ବଶୁର ଘର ଲୋକଙ୍କ ଆକ୍ରମଣରେ ବାପା ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।  ପୁଅ ଦିଲ୍ମୀପଙ୍କୁ ମଧ୍ୟ ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି  ।

ସୂଚନାଯୋଗ୍ୟ ଯେ, ପାଟଣା ଅନ୍ତର୍ଗତ ତୁରୁମୁଙ୍ଗା ଥାନା ହରିଚନ୍ଦନପୁର ଗାଁର ଗ୍ରାମର ଲକ୍ଷ୍ମୀଧର ମହାନ୍ତ ଙ୍କ ପୁଅ ଦିଲୀପ ମହାନ୍ତ ଖୁଣ୍ଟାପିଙ୍ଗୁ ଗାଁର ପରେଶ ମହାନ୍ତଙ୍କ  ଝିଅକୁ ପ୍ରେମ ବିବାହ କରିଥିଲେ । କୌଣସି କାରଣରୁ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା,  ଏଥିରେ ଶ୍ବଶୁର ଶାଶୁ ଓ ଶଳା ଆସି ପୁଅକୁ  ମାଡ଼ ମାରିବା ସମୟରେ ବାପା ଲକ୍ଷ୍ମୀଧର ବିରୋଧ କରିବାରୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଆକ୍ରମଣରେ ଦିଲ୍ଲୀପଙ୍କ ବାପା ଗୁରୁତର ହୋଇଥିବା ବେଳେ ଦିଲ୍ଲୀପ ମଧ୍ୟ ଆହତ ହୋଇଛନ୍ତି। ତୁରୁମୁଙ୍ଗା ଥାନାରେ  ଏନେଇ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଆକ୍ରମଣ କରିଥିବା ତିନି ଜଣ ଫେରାର ଥିବା ଜଣାପଡିଛି।

   Related Posts