Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ୮ଆହତ

18/11/2019 at 12:43 PM

ଆଠଗଡ ୧୮।୧୧: କଟକ ଜିଲ୍ଲାର ଆଠଗଡ ଥାନା ଅନ୍ତର୍ଗତ ନଣ୍ଡେଇଲ ଓ ରାଉତରାପୁର ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ । ଘଟଣାସ୍ଥଳରେ ପୋଲିସ ମୁତୟନ ସହ ସ୍ଥାନୀୟଲୋକଙ୍କୁ ବୁଝାସୁଝା ପାଇଁ ଉଦ୍ୟମ ।

ସୂଚନାଯୋଗ୍ୟ ଯେ, ଆଠଗଡ ଥାନା ଅନ୍ତର୍ଗତ ଦୁଇ ଗାଁ ମଧ୍ୟରେ ସୀମାକୁ ବିବାଦ  ରହିଛି ।  ୧୧କେଭି ବିଦ୍ୟୁତ ଖୁଣ୍ଟ ପୋତା ବିଦ୍ୟୁତ ଟଣାକୁ ନେଇ  ଉଭୟ  ଗାଁର ବାସୀନ୍ଦା ମୁହାଁମୁହିଁ ଗଣ୍ଡଗୋଳ ହୋଇଥଲା, ଗୋଷ୍ଠୀ ସଂଘର୍ଷରେ ଉଭୟ ଗାଁର ଆଠ ଜଣ ଆହତହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଛି ।  ଘଟଣାସ୍ଥଳରେ ପୋଲିସ ମୃତୟନ ହୋଇଥିବା ବେଳେ ଆଠଗଡ଼ ଆଇଆଇସି ପହଞ୍ଚି ସ୍ଥାନୀୟ ଲୋକଙ୍କୁ ବୁଝାସୁଝା  କରୁଛନ୍ତି ।

   Related Posts