ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା ଘର, ପୋଡି ପାଉଁଶ ହୋଇଗଲା ଆସବାବାପତ୍ର

Published By : Prameya-News7 Bureau | May 12, 2020 IST

ବ୍ରହ୍ମପୁର୧୨/୫: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଳକ୍ ଅଳସୁ ପଞ୍ଚାୟତର ଖଇରଝୋଳ ଗାଁରେ ଅଗ୍ନିକାଣ୍ଡ । ଗାଁ ର ୧୨ ଟି ଘର ନିଆଁ ରେ ପୋଡି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ । ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତ ପରିବାର ଖୋଲା ଆକାଶ ତଳେ ରହିଛନ୍ତି । ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତି ର ଆକଳନ କରିବା ସହ ସହାୟତା ପ୍ରଦାନ ପାଇଁ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.