Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା ଘର, ପୋଡି ପାଉଁଶ ହୋଇଗଲା ଆସବାବାପତ୍ର

12/05/2020 at 10:40 PM

ବ୍ରହ୍ମପୁର୧୨/୫: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଳକ୍ ଅଳସୁ ପଞ୍ଚାୟତର ଖଇରଝୋଳ ଗାଁରେ ଅଗ୍ନିକାଣ୍ଡ । ଗାଁ ର ୧୨ ଟି ଘର ନିଆଁ ରେ ପୋଡି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ । ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତ ପରିବାର ଖୋଲା ଆକାଶ ତଳେ ରହିଛନ୍ତି । ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତି ର ଆକଳନ କରିବା ସହ ସହାୟତା ପ୍ରଦାନ ପାଇଁ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିବା ଜଣାପଡିଛି ।

   Related Posts