Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଶ୍ରୀନଗର : SKIMS ମେଡିକାଲ କଲେଜରେ ଆତଙ୍କବାଦୀ ଆକ୍ରମଣ, ସୁରକ୍ଷା ବଳଙ୍କ ଉପରକୁ ଆଖିବୁଜା ଗୁଳିମାଡ

5/11/2021 at 3:35 PM

ଶ୍ରୀନଗର ୦୫/୧୧ : ଜାମ୍ମୁ କାଶ୍ମୀରର ଶ୍ରୀନଗରରେ ଥିବା ଏକ ମେଡିକାଲ କଲେଜରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଶ୍ରୀନଗରର ବେମିନା ନିକଟସ୍ଥ SKIMS ମେଡିକାଲ କଲେଜରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଜଣାପଡିଛି । ମେଡିକାଲ କଲେଜ ସୁରକ୍ଷାରେ ନିୟୋଜିତ ଥିବା ସୁରକ୍ଷା ବଳ ଉପରକୁ ଆଖି ବୁଜା ଗୁଳିମାଡ କରିଛନ୍ତି ଆତଙ୍କୀ । ସୁରକ୍ଷା ବଳ ପକ୍ଷରୁ ସେଠା​‌ରେ ସର୍ଚ୍ଚ ଅପରେସନ ଜୋରଦାର ଜାରି ରହିଛି । କିଛି ଆତଙ୍କୀ କଲେଜ ଭିତରେ ଲୁଚି ରହିଥିବା ସନ୍ଦେହ କରାଯାଉଛି । ମେଡିକାଲ କଲେଜକୁ ଚାରିପଟୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ ଜାରି ରହିଛି ।

   Related Posts